www.samajalive.in
Saturday, December 6, 2025
23.1 C
Bhubaneswar

ପୁରୀ ବାଣ ବିସ୍ଫୋରଣ ଘଟଣା; ଆଉ ୨ ମୃତ, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ପୁରୀ : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶୁକ୍ରବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି।

ରାଜଧାନୀରେ ଚାଞ୍ଚଲ୍ୟ ; ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

- Advertisement -

ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।

୩ ଦିନ କଲବଲ କରିବ ଗ୍ରୀଷ୍ମ ପ୍ରବାହ

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories