www.samajalive.in
Saturday, December 6, 2025
16.1 C
Bhubaneswar

ପୁରୀ ବାଣ ବିସ୍ଫୋରଣ ଘଟଣା ; ଆଉ ଜଣେ ମୃତ, ମୃତ୍ୟୁ ସଂଖ୍ୟା ୮

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶନିବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ମେଡିକାଲରେ ୨୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହି ଚିକିତ୍ସିତ ହେଉଛନ୍ତି।

ବାରମ୍ବାର ହାଇ, ପାଦ ଝିମଝିମ୍ ହେଉଛି କି? ଜାଣନ୍ତୁ ଏହି ସଙ୍କେତ ଦିଏ କେଉଁ ଭିଟାମିନ୍ ଅଭାବର ଲକ୍ଷଣ..


ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories