www.samajalive.in
Friday, December 5, 2025
20.1 C
Bhubaneswar

ଆସନ୍ତାକାଲି ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଗୁରୁବାର ରାତ୍ର ଘ.୧୨.୦୦ ଟିକା ଠାରୁ ଶୁକ୍ରବାର ତା୨୧.୬.୨୦୨୪ରିଖ ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

୨୦୨୫ ପୂର୍ବରୁ ଏହି ରାଶିଙ୍କୁ କୋଟିପତି କରିବେ ଶନି ଦେବତା..

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories