ଆସନ୍ତାକାଲି ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଗୁରୁବାର ରାତ୍ର ଘ.୧୨.୦୦ ଟିକା ଠାରୁ ଶୁକ୍ରବାର ତା୨୧.୬.୨୦୨୪ରିଖ ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। Related Posts ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ-… Sep 27, 2024 ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା … Continue reading ଆସନ୍ତାକାଲି ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ