ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଉପସ୍ଥିତ ରହିଛନ୍ତି। ପରିଚାଳନା କମିଟିର ସେବାୟତ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ବୈଠକରେ ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତି ଉପରେ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଉପରେ ମୋହର ବାଜି ପାରେ।
ଜୁଲାଇ ୮ ; ଶନି,ରାହୁ ବଦଳାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ ହିଁ ଧନ, ସଫଳତା..



