www.samajalive.in
Saturday, December 6, 2025
15.1 C
Bhubaneswar

ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ

ପୁରୀ : ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ। ପହଣ୍ଡି ଟିକେଟ୍ ହେବନି, ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ବାରଣ। ସମୟ କମ୍ ଥିବାରୁ ଭିଡ ନିୟନ୍ତ୍ରଣ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏବର୍ଷ ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା ଏକାଠି ପଡୁଛି। ଜୁଲାଇ ୭ରେ ସବୁ ଏକାଠି ପଡୁଥିବାରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ନିଆଯାଇଛି।

ଶୋଇବା ପୂର୍ବରୁ ଏହି ୫ଟି ଫଳ ଖାଇବା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ..

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories