www.samajalive.in
Sunday, December 7, 2025
23.1 C
Bhubaneswar

ବାହୁଡା ଯାତ୍ରା ପ୍ରସ୍ତୁତି ; ରବିବାର ଅପରାହ୍ଣ ୫ଟାରୁ ବନ୍ଦ ରହିବ ଦର୍ଶନ

ପୁରୀ : ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ। ରଥ ଚଢି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ବିଜେ କରିଛନ୍ତି କାଳିଆ ସାଆନ୍ତ।ଜୁଲାଇ ୧୪ ଅର୍ଥାତ ରବିବାର ଅପରାହ୍ଣ ୫ଟାରୁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡା ଯାତ୍ରା ପ୍ରସ୍ତୁତି ଲାଗି ଗୁଣ୍ଡିଚା ମନ୍ଦିରରେ ଦର୍ଶନ ବନ୍ଦ ରହିବ । ଏନେଇ ଶନିବାର ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ପକ୍ଷରୁୁ ସୂଚନା ମିଳିଛି । ଶୁକ୍ରବାର ଦର୍ପଦଳନ ଏବଂ ତାଳଧ୍ବଜ ରଥର ଦକ୍ଷିଣ ମୋଡ ସରିଥିଲା। ଆଜି ବଡ ଠାକୁରଙ୍କ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ କରାଯାଇଛି। ତେବେ ତିନି ରଥ ନାକଚଣା ଦ୍ଵାର ଆଗରେ ଲାଗିଛି। ରବିବାର ଭୋଇ ସେବକ ମାନଙ୍କ ଦ୍ଵାରା ଚାରମାଳ ବନ୍ଧା କାର୍ଯ୍ୟ ସମ୍ପନ୍ନ କରାଯିବ। ସୋମବାର ବାହୁଡା ଯାତ୍ରା ଅନୁଷ୍ଠିତ ହେବ।

ଏହି ଉପାୟରେ ଶନିଙ୍କ ସାଢେସାତି ଦୂର ହୋଇ ମିଳିବ ଶୁଭଫଳ; ଏହି ରାଶି ନିଶ୍ଚୟ ଆପଣାନ୍ତୁ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories