www.samajalive.in
Sunday, December 7, 2025
14.1 C
Bhubaneswar

ମହାପ୍ରଭୁଙ୍କ ସୁନା ବେଶ; ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ..

ପୁରୀ : ସୁନା ବେଶରେ ଦର୍ଶନ ଦେବେ ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତି । ମହଣ ମହଣ ସୁନାରେ ବିଭୂଷିତ ହେବେ ମହାପ୍ରଭୁ । ଏହାସହ ଶୃଙ୍ଖଳିତ ସୁନାବେଶ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ ବଢିବନି ସୁନାବେଶ ଦର୍ଶନ ସମୟ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ଯେଉଁ ସମୟ ନିର୍ଦ୍ଦଣ୍ଟ ହୋଇଛି, ସେତିକି ସମୟରେ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ । ରାତି ୧୧ଟାରେ ସୁନାବେଶ ଦର୍ଶନ ବନ୍ଦ ହେବ । ଗୁରୁବାର ଜୁଲାଇ ୧୮ରେ ରତ୍ନଭଣ୍ଡାର ଖୋଲିବ । ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ । ତେଣୁ ସୁନାବେଶ ଦର୍ଶନ ସମୟ ବଢିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି । ସୁନାବେଶରେ ମଧ୍ୟ ରଥ ଉପରେ ସେବାୟତଙ୍କୁ ମୋବାଇଲ୍‌ ବାରଣ କରାଯାଇଛି।

ଜୁଲାଇରୁ ୪ ମାସ ପର୍ଯ୍ୟନ୍ତ ଏସବୁ ରାଶିଙ୍କ ଚମକିବ ଭାଗ୍ୟ: ମିଳିବ ଧନ,ବଢିବ ଦରମା..

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories