www.samajalive.in
Saturday, December 6, 2025
16.1 C
Bhubaneswar

ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣା ; ୪ ଗିରଫ

ପୁରୀ : ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ଶନିବାର ଚାରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ହତ୍ୟାକାଣ୍ଡରେ ବ୍ୟବହୃତ ଭୁଜାଲି ଏବଂ ଛୁରୀ ମଧ୍ୟ ପୁଲିସ ଜବତ କରିଛି। ଖଜା ବ୍ୟବସାୟକୁ କେନ୍ଦ୍ରକରି ଶୁକ୍ରବାର ରାତିରେ ପୁରୀ ଟାଉନ୍ ଥାନା ଅନ୍ତର୍ଗତ ମାର୍କଣ୍ଡେଶ୍ୱର ସାହି ରାଧାଗୋବିନ୍ଦ ଗଳିରେ ଦିନେଶ ଖୁଣ୍ଟିଆଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିଲା।
ସୂଚନା ଯୋଗ୍ୟ,ପୁରୀ ସହରର ଜନଗହଳିପୂର୍ଣ୍ଣ ସ୍ଥାନରେ ଦିନେଶଙ୍କୁ କିଛି ଦୁର୍ବୁତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ। ସେମାନଙ୍କ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼ରେ ଦିନେଶଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପୁରୀ ଟାଉନଥାନା ରାଧାଗୋବିନ୍ଦ ଗଳିରେ ଦିନେଶଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।

ବୟସ ଅନୁଯାୟୀ ରକ୍ତଚାପ କେତେ ରହିବା ଜରୁରୀ?

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories