ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣା ; ୪ ଗିରଫ

ପୁରୀ : ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ଶନିବାର ଚାରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ହତ୍ୟାକାଣ୍ଡରେ ବ୍ୟବହୃତ ଭୁଜାଲି ଏବଂ ଛୁରୀ ମଧ୍ୟ ପୁଲିସ ଜବତ କରିଛି। ଖଜା ବ୍ୟବସାୟକୁ କେନ୍ଦ୍ରକରି ଶୁକ୍ରବାର ରାତିରେ ପୁରୀ ଟାଉନ୍ ଥାନା ଅନ୍ତର୍ଗତ ମାର୍କଣ୍ଡେଶ୍ୱର ସାହି ରାଧାଗୋବିନ୍ଦ ଗଳିରେ ଦିନେଶ ଖୁଣ୍ଟିଆଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିଲା। ସୂଚନା ଯୋଗ୍ୟ,ପୁରୀ ସହରର ଜନଗହଳିପୂର୍ଣ୍ଣ ସ୍ଥାନରେ ଦିନେଶଙ୍କୁ କିଛି ଦୁର୍ବୁତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ। ସେମାନଙ୍କ ସଂଘବଦ୍ଧ … Continue reading ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣା ; ୪ ଗିରଫ