www.samajalive.in
Saturday, December 6, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ; ଅଠରନଳା ନିକଟରେ ଭୟଙ୍କର ଅଗ୍ନିକାଣ୍ଡ

ପୁରୀ : ଶୁକ୍ରବାର ସକାଳେ ପୁରୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଠରନଳା ନିକଟରେ ଥିବା ଏକ କବାଡିଆ ଦୋକାନରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ନିଆଁ ଲାଗିବା ମାତ୍ରେ ସମଗ୍ର ଅଞ୍ଚଳ ଧୂଆଁରେ ଭରି ଯାଇଥିଲା।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଚେଷ୍ଟା କରିବା ପରେ ନିଆଁକୁ ଆୟତ୍ତ କରିଥିଲେ।

୨୪ ଅଗଷ୍ଟରେ ଏକାଠି ହେବେ ଶୁକ୍ର-କେତୁ ; ଏହି ରାଶି ହେବେ ଭାଗ୍ୟଶାଳୀ..

- Advertisement -

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories