www.samajalive.in
Sunday, December 7, 2025
26.1 C
Bhubaneswar

ମହାପ୍ରଭୁଙ୍କ ଶ୍ରୀକୃଷ୍ଣ ଜନ୍ମ ନୀତି ; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ସୋମବାର ଭାଦ୍ରକ କୃଷ୍ଣ ଅଷ୍ଟମୀ ତିଥିରେ ମହାପ୍ରଭୁଙ୍କ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ଆଳତୀ ଭୋଗ ପରେ ସନ୍ଧ୍ୟା ୭ଟାରୁ ରାତି ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଜନ୍ମାଷ୍ଟମୀରେ ରାଶି ଅନୁଯାୟୀ ଏସବୁ ଦାନ କରନ୍ତୁ , ଦେଖନ୍ତୁ ଚମତ୍କାର..

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories