www.samajalive.in
Saturday, December 6, 2025
15.1 C
Bhubaneswar

ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଘିଅର ମାନ ଯାଞ୍ଚ ହେବ – ଜିଲ୍ଲାପାଳ..

ପୁରୀ : ପୁରୀ ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଘିଅର ମାନ ଯାଞ୍ଚ ହେବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ଘିଅ ବ୍ୟବହୃତ ହୁଏ । ବ୍ୟବହୃତ ହେଉଥିବା ଘିଅର ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ମଙ୍ଗଳବାର ସୂଚନା ଦେଇଛନ୍ତି। ଏନେଇ ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ । ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ । ଆବଶ୍ୟକ ପଡିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ କହିଛନ୍ତି।
ତିରୁପତି ମନ୍ଦିରରେ ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶ୍ରଣ ହେବା ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ପ୍ରଶାସନର ତତ୍ପରତା ଦେଖାଦେଇଛି।

ଅକ୍ଟୋବରରେ ହେବ ଅତ୍ୟନ୍ତ ଶୁଭ ରାଜଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସଫଳତା..

ଏୟାରଟେଲ୍‌ ଆଣିଲା ୩ଟି ନୂଆ ଜବରଦସ୍ତ ପ୍ଲାନ; ମାତ୍ର ୭ଟଙ୍କାରେ ମିିଳିବ..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories