ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି । ଗାଧୋଇବା ବେଳେ ବୁଡି ଯାଇ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା କୁକୁଡାଫାଣ୍ଡି ଅଞ୍ଚଳର ରାଜକିରଣ ଶତପଥୀ (୨୩) ଓ ତାଙ୍କ ପିଉସୀ ପୁଅ ଭାଇ ନଳିନୀକାନ୍ତ ତ୍ରିପାଠୀ(୨୭) ଇଚ୍ଛାପୁରମ୍‌ ଅଞ୍ଚଳର । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ଉଭୟ ପରିବାର … Continue reading ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ