୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

ପୁରୀ : ପୁରୀ ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ଅର୍ପଣ ଚାଉଳ ନିଲାମ ହେଲା । ଅର୍ପଣ ଚାଉଳ ନିଲାମ ହୋଇଥିବା ନେଇ ଶୁକ୍ରବାର ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା । ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି । ସୂଚନାନୁଯାୟୀ, ଅକ୍ଟୋବରରେ ୧ରେ … Continue reading ୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ