www.samajalive.in
Tuesday, December 9, 2025
16.1 C
Bhubaneswar

ବୁଧବାର ବନକଲାଗି ନୀତି; ମହାପ୍ରଭୁଙ୍କ ୫ ଘଣ୍ଟା ଦର୍ଶନ ବନ୍ଦ..

ପୁରୀ : ପୁରୀ ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍‌ ଅକ୍ଟୋବର ୩୦ ତାରିଖରେ କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଧନତେରସ୍‌ରେ ମହାସଂଯୋଗ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ବଦଳିଯିବ ଜୀବନ..

ସୁପରଷ୍ଟାର୍‌ ସଲମାନ୍‌ ଖାନ୍‌ଙ୍କୁ ପୁଣି ଥରେ ମିଳିଲା ହତ୍ୟା ଧମକ..

- Advertisement -

ମୋମୋ ଖାଇ ମହିଳା ମୃତ; ୨ଶିଶୁ ସମେତ ୫୦ ଚିିକିତ୍ସାଧୀନ, ୨ ଗିରଫ, ଭୟଭୀତ କରିବ ଘଟଣା..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories