www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିରରେ ପୁଲିସକୁ ମାଡ ମାରି ମୁଣ୍ଡ ଫଟାଇଦେଲେ ବଙ୍ଗୀୟ ପର୍ଯ୍ୟଟକ..

ପୁରୀ : ଶ୍ରୀମନ୍ଦିରରେ ପୁଲିସ କର୍ମଚାରୀଙ୍କୁ ଜଣେ ବଙ୍ଗୀୟ ପର୍ଯ୍ୟଟକ ଶନିବାର ମାଡ ମାରିଛନ୍ତି । ଜଣେ ଜେଟିପିଙ୍କୁ ପର୍ଯ୍ୟଟକ ମାଡ ମାରି ତାଙ୍କ ମୁଣ୍ଡ ଫଟାଇ ଦେଇଛନ୍ତି । ଘଣ୍ଟିଦ୍ୱାର ନିକଟରେ ପ୍ରବେଶକୁ ନେଇ ବଚସା ପରେ ପିଟିଛନ୍ତି । ମାଡରେ ଜେଟିପି ଗୁପ୍ତେଶ୍ୱର ରାଉତରାୟଙ୍କ ମୁଣ୍ଡ ଫାଟିବାରୁ ସେ ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି । ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି ଜେଟିପି ଓ ବଙ୍ଗୀୟ ପର୍ଯ୍ୟଟକ । ପର୍ଯ୍ୟଟକଙ୍କୁ ଜେଟିପି ଦୁର୍ବ୍ୟବହାର କରିଥିବା ସେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଦେବୋତ୍ଥାନ ଏକାଦଶୀରେ କରନ୍ତୁ ବାସ୍‌ ଏହି ସରଳ ଉପାୟ; ଶୀଘ୍ର ହେବ ବିବାହ, ଧନ ବୃଦ୍ଧି..

୧୫ ନଭେମ୍ବରରେ ଶନି ଚଳନ ; ଏହି ୫ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା..

- Advertisement -

ବାପା ହେବେ କ୍ରିକେଟର୍‌ କେ ଏଲ୍‌ ରାହୁଲ୍‌, ମାଆ ହେବେ ଆଥିୟା; ପ୍ରଶଂସକଙ୍କୁ ଦେଲେ ଖୁସି ଖବର..

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories