www.samajalive.in
Saturday, December 13, 2025
21.1 C
Bhubaneswar

ଶ୍ରୀମନ୍ଦିରରେ ସେବକ-ସେବକ ପିଟାପିଟି

ପୁରୀ : ଶ୍ରୀମନ୍ଦିର ଭିତରେ ସୋମବାର ସେବକ-ସେବକ ପିଟାପିଟି ହୋଇଥିବା ଖବର ସାମ୍ନାକୁ ଆସିଛି । ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ସେବାୟତ ପରିବାର ମଧ୍ୟରେ ପିଟାପିଟି ହୋଇଛନ୍ତି । ଦ୍ୱାର ନିକଟରେ ପାଦୁକ ବଣ୍ଟନକୁ ନେଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି । ଖବର ପାଇ ପୁଲିସ ପହଞ୍ଚି ଥାନାକୁ ଆଣିବା ପରେ ମଧ୍ୟ ଥାନାରେ ହାତାହାତି ହୋଇଛନ୍ତି । ପରସ୍ପରକୁ ଆକ୍ରମଣ ସମୟରେ ଜଣେ ବରିଷ୍ଠ ସେବାୟତ ଆହତ ହୋଇଛନ୍ତି । ସିଂହଦ୍ୱାର ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଡିସେମ୍ବର ୧୬ରୁ ବୁଧଙ୍କ ସିଧା ଚଳନ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ,କିଣିବେ ଭୂମି,ଯାନ..

ହ୍ୱାଟ୍ସଆପ୍‌; ଚୁଟ୍‌କିରେ ପଢନ୍ତୁ ଗୋଟିଏ କ୍ଲିକ୍‌ରେ ଡିଲିଟ୍‌ ମେସେଜ୍‌..

- Advertisement -

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories