www.samajalive.in
Wednesday, December 10, 2025
15.1 C
Bhubaneswar

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌

ପୁରୀ : ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌। ଏନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ। ଜାନୁଆରୀ ୨୦ରୁ ୨୨ ଭିତରେ ଧାଡି ଦର୍ଶନ ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ଏହି ଗ୍ରହଙ୍କ କୃପାରୁ ମିଳେ ଚାକିରି, ନୂଆବର୍ଷରେ ଚାକିରି ପାଇଁ ଜାଣନ୍ତୁ ଆପଣାଇବେ କେଉଁ ସରଳ ଉପାୟ, ହେବେ ମାଲାମାଲ୍‌..

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

- Advertisement -

ଦେଖନ୍ତୁ ଭିଡିଓ; ପଡିଆ ମଝିରେ ବିରାଟ- ସାମ୍‌ଙ୍କ ଯୁକ୍ତିତର୍କ..

ଦେଖନ୍ତୁ ଭିଡିଓ; ଶାବକ ସିଂହର ଲାଞ୍ଜ କାମୁଡିବା ପରେ..

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories