ଆଜି ବନକଲାଗି ନୀତି; କାଳିଆ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ … Continue reading ଆଜି ବନକଲାଗି ନୀତି; କାଳିଆ ଦର୍ଶନ ବନ୍ଦ