www.samajalive.in
Tuesday, December 9, 2025
17.1 C
Bhubaneswar

ପଣାଯାତ୍ରା ପଡିଆରେ ଜଳିଗଲା ୫ ଦୋକାନ

ପୁରୀ : ପୁରୀ କୃଷ୍ଣପ୍ରସାଦ ପଣାଯାତ୍ରା ପଡିଆରେ ଜଳିଗଲା ୫ ଦୋକାନ। ମଙ୍ଗଳବାର ଗ୍ୟାସ୍‌ ଟାଙ୍କି ଫାଟିବାରୁ ୫ ଦୋକାନ ନିଆଁ ଲାଗି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶି ହେବେ ଭାଗ୍ୟବାନ୍‌, ହଠାତ୍‌ ମିଳିବ ଧନ, ଚାକିରି, ରହିବନି ଚିନ୍ତା..

ଦେଖନ୍ତୁ ଭିଡିଓ; ଟୋଲକର୍ମୀଙ୍କୁ ଚାପୁଡା ପରେ ଚାପୁଡା ମାରି ମହିଳା କଲେ ରକ୍ତାକ୍ତ, ଘଟିଥିଲା ଏମିତି କିଛି.. 

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories