www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ସୁସ୍ଥ ହେଲେ ମହାପ୍ରଭୁ । ଶେଷ ହୋଇଛି ଶ୍ରୀଜୀଉଙ୍କ ୧୫ ଦିନର ଅଣସର । ଆଜି ଅର୍ଥାତ୍‌ ଜୁନ୍‌ ୨୬ରେ ମହାପ୍ରଭୁଙ୍କ ଅପୂର୍ବ, ଦୁର୍ଲ୍ଲଭ ନବଯୌବନ ଦର୍ଶନ । ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ହଜାର ହଜାର ଭକ୍ତ ଏକାଠି ହୋଇଛନ୍ତି । ଏଥିପାଇଁ ସକାଳ ୮ଟାରୁ ୯ଟା ଯାଏଁ ଟିକେଟ୍‌ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ସକାଳ ୯ଟାରୁ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସକାଳ ୧୦ଟା ୩୦ ପରେ ସର୍ବସାଧାରଣ ଦର୍ଶନ ବନ୍ଦ ହୋଇ ଆରମ୍ଭ ହୋଇଛି ଘୋଷଯାତ୍ରା ପାଇଁ ପ୍ରସ୍ତୁତି। ରଥଯାତ୍ରାରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

୧୫ ଦିନ ଅଣସର ପରେ ଶ୍ରୀଜୀଉ ଭକ୍ତମାନଙ୍କୁ ଯେଉଁ ଦର୍ଶନ ଦିଅନ୍ତି, ତାହାକୁ ହିଁ କୁହାଯାଏ ନବଯୌବନ ଦର୍ଶନ । ବନକଲାଗି ପରେ ମହାପ୍ରଭୁ ଖୁବ୍‌ ଉଜ୍ଜ୍ୱଳ ଓ ସୁନ୍ଦର ଦେଖାଯାନ୍ତି। ତେଣୁ ଏହାକୁ ନବଯୌବନ ବୋଲି କୁହାଯାଏ।

ଶକ୍ତିଶାଳୀ ରାଜଯୋଗ.. ଏହି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ; ବର୍ଷିବ ଧନ, କିଣିବେ ଘର,ଗାଡି..

- Advertisement -

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories