www.samajalive.in
Saturday, December 6, 2025
15.1 C
Bhubaneswar

ବନକଲାଗି ; କାଳିଆ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ : ବୁଧବାର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ଶେଷ ପରେ ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ୪ ଘଣ୍ଟା ସର୍ବ ସାଧାରଣଙ୍କ ଦର୍ଶନ ବନ୍ଦ ରହିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories