www.samajalive.in
Friday, December 5, 2025
20.1 C
Bhubaneswar

ଦୀଘାରୁ ହଟୁ ‘ଧାମ’ – ଗଜପତି ମହାରାଜା

ପୁରୀ : ଦୀଘା ଜଗନ୍ନାଥ ମନ୍ଦିର ଓ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ସୋମବାର ଗଜପତି ମହାରାଜା ଦିବ୍ୟ ସିଂହ ଦେବ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି। ପ୍ରଥମ ଥର ପାଇଁ ଦୀଘା ପ୍ରସଙ୍ଗରେ ମୁହଁ ଖୋଳିଛନ୍ତି ଗଜପତି।
ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ । ଦୀଘାରୁ ହଟୁ ‘ଧାମ’ ବୋଲି ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ପକ୍ଷରୁ ସୂଚନା ମିଳିଛି। କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି, କୌଣସି ସ୍ଥାନରେ ଏପରି ନାମକରଣ କରାଯାଇନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି। ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି ତେଣୁ କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ । ପଶ୍ଚିମବଙ୍ଗ ସରକାର ଟ୍ରଷ୍ଟ୍‌ ଗଠନ କରିଛନ୍ତି। କୌଣସି ଘରୋଇ ସଂସ୍ଥା ଏହି କାର୍ଯ୍ୟ କରିନାହାଁନ୍ତି ବୋଲି ଗଜପତି ମହାରାଜା କହିଛନ୍ତି ।

୧୮ ବର୍ଷ ପରେ ମଙ୍ଗଳ-କେତୁଙ୍କ ଶକ୍ତିଶାଳୀ ଯୋଗ; ଜୁନ୍‌ରେ ଏହି ରାଶି ହେବେ ଧନୀ, ବଢିବ ଦରମା, ମିଳିବ ସବୁଥିରେ ସଫଳତା

ବହୁତ ଶସ୍ତାରେ କିଣି ପାରିବେ ଓପୋର ଏହି ଜବରଦସ୍ତ ଫିଚର୍‌ ଥିବା ୫ଜି ସ୍ମାର୍ଟଫୋନ୍‌

- Advertisement -

ଦେଖନ୍ତୁ ଭିଡିଓ ; ମାତ୍ର କିଛି ସେକେଣ୍ଡରେ ଶିକାରୀ କୁମ୍ଭୀରକୁ କେମିତି ଶିକାର କଲା ସାର୍କ

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories