www.samajalive.in
Saturday, December 6, 2025
16.1 C
Bhubaneswar

ରଥଯାତ୍ରା ସମୟରେ ଗଣତି ହେବ ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର

ପୁରୀ: ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟ ଦେଇ କହିଛନ୍ତି ଯେ ପ୍ରାରମ୍ଭିକ ଆଲୋଚନା ହୋଇଛି। ବିଭନ୍ନ ଦିଗରୁ ଆଲୋଚନା ହୋଇଛି। ଆଲୋଚନା ଅନୁସାରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର ଗଣତି ପାଇଁ ରଥଯାତ୍ରା ହିଁ ପ୍ରକୃଷ୍ଟ ସମୟ। ସେ ସମୟରେ ଠାକୁର ଶ୍ରୀମନ୍ଦିରରେ ନଥିବେ, ତେଣୁ ସୁବିଧା ହେବ। ସ୍ନାନପୂର୍ଣ୍ଣିମା ପରେ ଅଣସର ସମୟ ବି ଚିନ୍ତା କରାଯାଉଥିଲା। କିନ୍ତୁ ସେ ସମୟରେ ଠାକୁରଙ୍କ ବହୁତ ଗୁପ୍ତ ନୀତି ଥିବାରୁ ସମ୍ଭବ ନୁହେଁ ବୋଲି ଜଷ୍ଟିସ ପଶାୟତ ପ୍ରକାଶ କରିଛନ୍ତି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories