www.samajalive.in
Sunday, December 14, 2025
17.1 C
Bhubaneswar

ନୂଆନଈ ସେତୁ ଉପରୁ ଡେଇଁ ଜଣେ ଯୁବକଙ୍କ ଆତ୍ମହତ୍ୟା

ପୁରୀ: ନୂଆନଈକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ନୂଆନଈକୁ ଡେଇଁ ପଡ଼ିବା ଫଳରେ ସେ ନଦୀର ପ୍ରଖର ସ୍ରୋତରେ ଭାସିଯାଇଛନ୍ତି। ନୂଆନଈକୁ ଡେଇଁ ଆତ୍ମହତ୍ୟା କରିଥିବା ଯୁବକଙ୍କ ନାମ ଗଗନ ପ୍ରଧାନ ବୋଲି ଜଣାପଡ଼ିଛି। ନୂଆନଈକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଖବର ପାଇଁ ଘଟଣାସ୍ଥଳରେ ତତ୍କାଳ ଅଗ୍ନିଶମ ବାହିନୀ ପହଞ୍ଚିଥିଲା। ନୂଆନଈର ପ୍ରଖର ସ୍ରୋତରେ ଗଗନ ଭାସି ଯାଇଥିବା ଜାଣିବା ପରେ ତାଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଗନଙ୍କ ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ପୁରୀ କୋଣାର୍କ ବେଳାଭୂମି ମାର୍ଗ ନୂଆନଈ ସେତୁ ଉପରୁ ଗଗନ ଡେଇଁପଡ଼ିଥିବା ସୂଚନା ମିଳିଛି। ଗଗନଙ୍କ ଗ୍ରାମ ବାଲିଗୁଆଲି ଗ୍ରାମରେ ବୋଲି ଜଣାପଡ଼ିଛି। ପୁଲିସ ବାଲିଗୁଆଲି ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories