www.samajalive.in
Saturday, December 6, 2025
15.1 C
Bhubaneswar

ଓଡିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସକାଳେ ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପକ୍ଷରୁ ସ୍ଵାଗତ କରାଯାଇଥିଲା। ମହାପ୍ରଭୁଙ୍କ ଆଶିଷ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ , ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ , ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସକ ପ୍ରମୂଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡିଆ ନବ ବର୍ଷର ଶୁଭଚ୍ଛୋ ଜଣାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories