www.samajalive.in
Saturday, December 6, 2025
14.1 C
Bhubaneswar

ସନ୍ଦେହଜନକ ଅବସ୍ଥାରେ ଥାନାରେ ବ୍ୟକ୍ତିଙ୍କ ମୃତ୍ୟୁ

ପୁରୀ : ପୁରୀ ଜିଲା ଅନ୍ତର୍ଗତ ବାସେଳି ଥାନାରେ ଗତକାଲି ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ଶରୀରରେ କେତକ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ବ୍ୟକ୍ତିଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି ସେନେଇ ତଦନ୍ତ ଆରମ୍ଭ ହୋଇଛି ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories