www.samajalive.in
Saturday, December 6, 2025
17.1 C
Bhubaneswar

ସନ୍ଧ୍ୟାରେ ପଦ୍ମବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ: ଶନିବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ । ସନ୍ଧ୍ୟାଧୂପ ପରେ ବେଶ ବିଜେ, ବଡ ସିଂହାର ଲାଗି କରାଯିବା ସହ ଦିବ୍ୟ ପଦ୍ମବେଶ ଅନୁଷ୍ଠିତ ହେବ । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ନିଘଣ୍ଟ କରାଯାଇଛି । ମାଘମାସ ଅମାବାସ୍ୟା ଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ଶନିବାର ବା ମଙ୍ଗଳବାରରେ ଏହି ବେଶ ହୋଇଥାଏ। ପଦ୍ମଫୁଲରେ ସଜ୍ଜିତ ହେବେ ଶ୍ରୀଜଗନ୍ନାଥ, ବଡ ଠାକୁର ବଳଭଦ୍ର ଓ ମା ଶୁଭଦ୍ରା । ବଡଛତା ମଠ ପକ୍ଷରୁ ଦିଆଯାଇଥିବା ସାମଗ୍ରୀରେ ଦୟଣାମାଳି, ସେବକଙ୍କ ନେତୃତ୍ୱରେ ବେଶ କାରିଗର ମାନେ ପଦ୍ମବେଶ ପ୍ରସ୍ତୁତ କରିଛନ୍ତି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories