www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ

ଭୁବନେଶ୍ୱର: ସବୁ ଅପେକ୍ଷାର ଅନ୍ତ ଘଟି ଶେଷରେ ଗଠିତ ହୋଇଛି ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି । ଏନେଇ ଆଜି ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କମିଟିରେ ସ୍ଥାନ ପାଇଛନ୍ତି ମୋଟ ୧୦ଜଣ ସଦସ୍ୟ । ମୁକ୍ତିମଣ୍ଡପ ପ୍ରତିନିଧି ସିଦେ୍ଧଶ୍ୱର ମହାପାତ୍ର ସ୍ଥାନ ପାଇଥିବା ବେଳେ ସେବକ ପ୍ରତିନିଧି କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂହାରୀ, ସେବକ ପ୍ରତିନିଧି ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ ମହାପାତ୍ର, ରାମନାରାୟଣ ଗୋଚ୍ଛିକାର । ସେହିପରି ମଠ ପ୍ରତିନିଧି ଭାବେ ସ୍ଥାନ ପାଇଛନ୍ତି ରଘୁବୀର ଦାସ ମହାରାଜ, ପୂର୍ବତନ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ମଧ୍ୟ ସ୍ଥାନ ପାଇଛନ୍ତି । ଚାଟାର୍ଡ ଆକାଉଣ୍ଟାଣ୍ଟ ଏକେ ସାବତ ମଧ୍ୟ କମିଟିରେ ସ୍ଥାନିତ ହୋଇଛନ୍ତି । ଏହାସହିତ ପରିଚାଳନା କମିଟିରେ ମହେଶ କୁମାର ସାହୁ ମଧ୍ୟ ସ୍ଥାନ ପାଇଛନ୍ତି ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories