www.samajalive.in
Saturday, December 6, 2025
26.1 C
Bhubaneswar

ଚଳିତ ବର୍ଷ ସିଂହଦ୍ୱାର ସମ୍ମୁଖରେ ଜଳିବନି କାଉଁରିଆ କାଠି ; ପାଳନ ହେବ ପୟାଶ୍ରାଦ୍ଧ

ପୁରୀ : ଚଳିତ ବର୍ଷ ପୁରୀ ସିଂହଦ୍ୱାର ସମ୍ମୁଖରେ କାଉଁରିଆ କାଠି ଜଳାଯିବନି। ମାତ୍ର ପୂର୍ବଭଳି ଲୋକେ ପୟାଶ୍ରାଦ୍ଧ ପାଳନ କରିବେ। ଧୂଆଁ ଯୋଗୁଁ ପ୍ରଦୂଷଣ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଏପରି କଟକଣା ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶ୍ରଦ୍ଧାଳୁମାନେ କେବଳ ପୟାଶ୍ରାଦ୍ଧ କର୍ମ କରି ଫେରିଯିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
ପ୍ରତିବର୍ଷ ଦୀପାବଳି ସନ୍ଧ୍ୟାରେ ଶ୍ରୀମନ୍ଦିର ଚାରିପଟେ ଶହ ଶହ ଶ୍ରଦ୍ଧାଳୁ ପୟାଶ୍ରାଦ୍ଧ କରି କାଉଁରିଆ କାଠି ଜଳାନ୍ତି। ମାତ୍ର ଚଳିତ ବର୍ଷ ପ୍ରଦୂଷଣ ରୋକିବାକୁ ଜିଲାପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି ହୋଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories