www.samajalive.in
Wednesday, December 10, 2025
14.1 C
Bhubaneswar

ଉତ୍କଳଗୌରବଙ୍କୁ ଅସମ୍ମାନ କଲା ପୁରୀ ଜିଲା ପ୍ରଶାସନ

ପୁରୀ : ସମଗ୍ର ରାଜ୍ୟରେ ରବିବାର ଉତ୍କଳଗୌରବ ମଧୂସୁଦନ ଦାସଙ୍କ ଜନ୍ମଦିବସ ବେଶ ଧୂମଧାମରେ ପାଳନ କରାଯାଇଛି। କିନ୍ତୁ, ପୁରୀ ଜିଲା ପ୍ରଶାସନ ଓ ପୌରପରିଷଦ ପକ୍ଷରୁ ଉତ୍କଳଗୌରବ ମଧୂସୁଦନ ଦାସଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ପୁରୀ ସହରର ମଧ୍ୟ ଭାଗରେ ଥିବା ଉତ୍କଳଗୌରବ ମଧୂସୁଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ୍ଣ କରାଯାଇନାହିଁ। ଏ ନେଇ ଜନସାଧାରଣ ଜିଲା ପ୍ରଶାସନକୁ ସମାଲୋଚନା କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories