www.samajalive.in
Sunday, December 14, 2025
16.1 C
Bhubaneswar

ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡା ଚାଷ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ମାସ ବନ୍ଦ ରହିବ କୁକୁଡା ଚାଷ। ବାର୍ଡ ଫ୍ଲୁ ବ୍ୟାପୁଥିବାରୁ କୁକୁଡା ଚାଷ ଉପରେ କଟକଣା ଲଗାଇଛି ପୁରୀ ପ୍ରଶାସନ। ପିପିଲି, ଡେଲାଙ୍ଗ, ନିମାପଡା, ସତ୍ୟବାଦୀରେ କୁକୁଡା ଚାଷ ବନ୍ଦ ରହିବ। ସଂକ୍ରମିତ ଅଞ୍ଚଳର ୧କି.ମି ପରିସର ଭିତରେ କୁକୁଡା ଚାଷ ହୋଇପାରିବ ନାହିଁ। ୧ରୁ ୧୦ କି.ମି ପରିସରରେ କୁକୁଡା ବାହାରକୁ ପଠାଯାଇପାରିବ ନାହିଁ। ଏହାସହିତ ୧୫ଦିନରେ ଥରେ କୁକୁଡାମାନଙ୍କର ନମୁନା ପରୀକ୍ଷା କରାଯିବ। ୪ଥର ନମୁନା ପରୀକ୍ଷା ପରେ ଯଦି ରିପୋର୍ଟ ନେଗେଟିଭ ଆସିବ ତେବେ ଏହାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories