www.samajalive.in
Monday, December 8, 2025
20.1 C
Bhubaneswar

ରଥଯାତ୍ରା ପାଇଁ ପୁରୀରେ ଲାଗିବ ଏଆଇ କ୍ୟାମେରା

ପୁରୀ: ପାଖେଇ ଆସୁଛି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ରଥ ନିର୍ମାଣ ପାଇଁ ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଦଶପଲ୍ଲା ବନାଞ୍ଚଳରୁ ରଥ କାଠ ମଧ୍ୟ ଆସି ପହଞ୍ଚିଲାଣି। ତେବେ ଏଥର ରଥଯାତ୍ରା ପାଇଁ ପୁରୀରେ ଏଆଇ କ୍ୟାମେରା ଲଗାଯିବାର ବ୍ୟବସ୍ଥା କରାଯାଇଛି । ଏ ନେଇ ପ୍ରକ୍ରିୟା  ଆରମ୍ଭ ହୋଇଥିବା କହିଛନ୍ତି ପୁରୀ ଏସ୍‌ପି। ଟ୍ରାଫିକ୍ ଏବଂ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ଏଆଇ କ୍ୟାମେରା ଲାଗିବ। ଏନଏଚ୍ ଏବଂ ବଡଦାଣ୍ଡରେ ଏଆଇ କ୍ୟାମେରା ଲଗାଇବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories