www.samajalive.in
Saturday, December 6, 2025
15.1 C
Bhubaneswar

ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ନେଇ ପ୍ରକ୍ରିୟା ଆରମ୍ଭ

ପୁରୀ : ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଏବଂ ଶ୍ରୀମନ୍ଦିର ପ୍ରଶାସକଙ୍କ ସମେତ ଅନ୍ୟ ଟିମ୍ ସଦସ୍ୟମାନେ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ତେଣୁ ବର୍ତ୍ତମାନ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଛି। ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇପାରିବେ। ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories