www.samajalive.in
Monday, December 8, 2025
14.1 C
Bhubaneswar

୪ ଦିନ ରତ୍ନଭଣ୍ଡାର ମରାମତି ବନ୍ଦ

ପୁରୀ: ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି। ୧୬ରୁ ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ପ୍ରକାଶଯୋଗ୍ୟ, ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories