www.samajalive.in
Friday, December 5, 2025
20.1 C
Bhubaneswar

୨୪ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ କାମ ସେପ୍ଟେମ୍ବର ୨୪ତାରିଖ ସୁଦ୍ଧା ସାରିବାକୁ ଚିଠି ଲେଖାଯାଇଛି। ଏନେଇ ଏଏସଆଇ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଆସନ୍ତା ୨୪ତାରିଖ ପରଠାରୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ, ସେଥିପାଇଁ ରତ୍ନଭଣ୍ଡାର ସର୍ଭେ କାମ ଏହା ପୂର୍ବରୁ ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories