www.samajalive.in
Sunday, December 7, 2025
16.1 C
Bhubaneswar

ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା

ପୁରୀ: ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ରହିଛି କଡା ଟକ୍କର। କଟକର ବାରବାଟୀ ଷ୍ଟାଡିୟମରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯିବ। ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏହାରି ମଧ୍ୟରେ ଟସ୍ ଜିତି ଇଂଲଣ୍ଡ ବ୍ୟାଟିଂ କରିବାକୁ ନିଷ୍ପତି ନେଇଛି। କ୍ରୀଡାପ୍ରେମୀ ମାନେ ଟିମ୍ ଇଣ୍ଡିଆର ବିଜୟ ନେଇ ଆଶାବାଦୀ ଥିବାବେଳେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ବାଲିରେ କଳାକୃତି  କରି ଭାରତୀୟ ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories