www.samajalive.in
Tuesday, December 9, 2025
15.1 C
Bhubaneswar

ବାଲୁକା କଳାରେ ମହାଦେବ

ପୁରୀ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ତେଣୁ ସକାଳୁ ସକାଳୁ ସମସ୍ତ ଶିବ ମନ୍ଦିର ଗୁଡିକରେ ଭକ୍ତ ମାନଙ୍କର ପ୍ରବଳ ଭିଡ ଜମିଥିବା ଦେଖିବାକୁ ମିଳିଛି। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲିରେ ଦେବ ଦେବ ମହାଦେବଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି। ମହାଦେବଙ୍କ ମସ୍ତକରେ ଚନ୍ଦ୍ରମା ଶୋଭା ପାଉଥିବାବେଳେ ମସ୍ତକରୁ ଗଙ୍ଗା ବୋହୁଛନ୍ତି।  ପ୍ରଭୁଙ୍କ ଡାହାଣ ପାର୍ଶ୍ବରେ ଏକ ଶିବ ଲିଙ୍ଗ ରହିଥିବାବେଳେ ବାମ ପାର୍ଶ୍ବ ରେ ଏକ ହଳଦିଆ ରଙ୍ଗର ସର୍ପ ରହିଛି। ଏହି ସୁନ୍ଦର ବାଲୁକା କଳା ସହିତ ଓମ୍ ନମଃ ଶିବାୟ, ମହାଦେବ ଆମକୁ ଶକ୍ତି , ଶାନ୍ତି ଏବଂ ଭକ୍ତି ସହ ଆର୍ଶିବାଦ କରନ୍ତୁ ବୋଲି ସେ ଲେଖିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories