www.samajalive.in
Monday, December 8, 2025
16.1 C
Bhubaneswar

ପରିକ୍ରମା ପ୍ରକଳ୍ପ ପାଇଁ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଲାଗି ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୪୪ପ୍ଲାଟୁନ ଫୋର୍ସ ମୁତୟନ କରାଯିବା ସହ ସହରରେ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୨ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ ତାରିଖରେ ଦୁଇଟି ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ। ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିବେ। ଶୁକ୍ରବାର ଠାରୁ ପୂଜାକାର୍ଯ୍ୟ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ବ୍ରାହ୍ମଣବରଣ, ଗୁଆଟେକା ଆଦି ନୀତି ସଂପନ୍ନ ପରେ ପୂଜା କାର୍ଯ୍ୟ ଆରମ୍ଭ ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories