www.samajalive.in
Sunday, November 16, 2025
15.1 C
Bhubaneswar

ଶ୍ରୀମନ୍ଦିର ପ୍ରତିହାରୀ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍‌‌

ପୁରୀ: ପ୍ରତିହାରୀ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍‌‌ କରିଛି ଶ୍ରୀମନ୍ଦିର ପ୍ରଶାସନ। ଆଜି ସକାଳୁ ଶ୍ରୀମନ୍ଦିର ଦ୍ୱାରଫିଟା ବେଳେ ୩୫ ମିନିଟ୍‌‌ ବିଳମ୍ବରେ ପହଞ୍ଚି ଥିଲେ ପ୍ରତିହାରୀ ସେବକ। ବିଳମ୍ବରେ ଆସିବାରୁ ନୀତି ବିଶୃଙ୍ଖଳା ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡଦ୍ୱାର ପ୍ରତିହାରୀ ସେବାୟତ ଶିବଶଙ୍କର ମହାପାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ୍‌‌ କରାଯାଇଛି। ପ୍ରଶାସନ ଏଭଳି ପଦକ୍ଷେପକୁ ପ୍ରତିହାରୀ ନିଯୋଗ ସ୍ୱାଗତ କରିଥିବା ବେଳେ ନୀତି ବିଳମ୍ବ ହେଲେ ସମାନ କାର୍ଯ୍ୟାନୁଷ୍ଠାନ ହେଉ ବୋଲି କୁହାଯାଇଛି। ସୂଚନା ଅନୁସାରେ ଦ୍ୱାରଫିଟା ନୀତି ବିଳମ୍ବ ହେଲେ ଶ୍ରମନ୍ଦିରର ସମସ୍ତ ନୀତିକାନ୍ତି ମଧ୍ୟ ବିଳମ୍ବ ହୋଇଥାଏ। ଏହି କାରଣରୁ ନୋଟିସ କରାଯାଇଥିବା କୁହାଯାଉଛି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories