www.samajalive.in
Friday, December 5, 2025
23.1 C
Bhubaneswar

ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଯୁବକ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପୁଣି ଉଠିଲା ପ୍ରଶ୍ନ । ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ୪ ଜଣ ଯୁବକ ପ୍ରବେଶ କରିଥିଲେ । କେଉଁ ପରିସ୍ଥିତିରେ କିଭଳି ଭାବରେ ଏହି ଯୁବକ ମାନେ ମେଘନାଦ ପାଚେରି ଡେଇଁ ମନ୍ଦିରରେ ପ୍ରବେଶ କରିଥିଲେ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି । ସୁରକ୍ଷା ଉପରେ ପ୍ରଶ୍ନ ଉଠିବା ପରେ ପ୍ରତିକ୍ରିୟା ରଖିଛନ୍ତି ଏସପି । ସେ କହିଛନ୍ତି ମେଘନାଦ ପାଚେରି କଡରେ ମାଟି କିଏ ପକାଇଥିଲା ତଦନ୍ତ ହେବ । ତଦନ୍ତ ପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ପିନାକ ମିଶ୍ର କହିଛନ୍ତି ।

ତେବେ ସବୁଠୁ ବଡ ପ୍ରଶ୍ନ ହେଉଛି ଏହି ଯୁବକମାନେ କିଏ, କାହିଁକି ଏଭଳି ଭାବେ ଶ୍ରୀମନ୍ଦିରରେ ପ୍ରବେଶ କରୁଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଛି ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories