ପୁରୀ : ବୁଧବାର ଦିନ ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଅପରାହ୍ନ ୪ଟା ରୁ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବକ ବନକଲାଗି କରିବେ।
Popular Categories



