www.samajalive.in
Sunday, December 14, 2025
26.1 C
Bhubaneswar

ସୋମବାର ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ସୋମବାର ୪ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି(ସୋମବାର) ଶ୍ରାବଣ ମାସ ଶୁକ୍ଲ ପ୍ରତିପଦ ତିଥି ପଡୁଥିବାରୁ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୫ଟା ଠାରୁ ତାରି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories