www.samajalive.in
Sunday, December 14, 2025
23.1 C
Bhubaneswar

ଏଏସଆଇର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ

ପୁରୀ: ଏସଆଇ ଆଞ୍ଚଳିକ ନିର୍ଦେଶକ ଦିଲୀପ ଖମାରିଙ୍କ ନେତୃତ୍ୱରେ ୩ ଜଣିଆ ଟିମ ଆଜି ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ଓବିସିସି, ଟାଟା ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ସହିତ ଜିଲ୍ଲାପାଳ ସମର୍ଥ ବର୍ମା ଏହି ଅନୁଧ୍ୟାନ ସମୟରେ ଉପସ୍ଥିତ ଥିଲେ। ତେବେ ହାଇକୋର୍ଟରେ ଏନେଇ ମାମଲା ଚାଲିଥିବାରୁ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେବାକୁ ଶ୍ରୀ ଖମାରି ମନା କରିଦେଇଥିଲେ। ଏଏସଆଇ ତାର ରିପୋର୍ଟକୁ ହାଇକୋର୍ଟରେ ଦାଖଲ କରିବ ବୋଲି ସେ କହିଥିଲେ।

ଏହି ଅନୁଧ୍ୟାନ ସମୟରେ, ୩ ଜଣିଆ ଟିମ ନିର୍ମାଣର ଗୋଲେଇ ଏବଂ ଗଭୀରତା ମାପ କରିଥିଲେ। ମେଘନାଦ ପ୍ରାଚୀର ଠାରୁ ନିର୍ମାଣସ୍ଥଳୀର ମଧ୍ୟ ଦୂରତା ମପାଯାଇଥିଲା ଅନୁଧ୍ୟାନ ସମୟରେ ଭୁବନେଶ୍ୱର ମଣ୍ଡଳ ଅଧିକ୍ଷକ ଅରୁଣ ମଲିକ ଉପସ୍ଥିତ ଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories