www.samajalive.in
Sunday, December 7, 2025
15.1 C
Bhubaneswar

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ୪ଘଣ୍ଟା ବିଳମ୍ବ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିରେ ୪ଘଣ୍ଟା ବିଳମ୍ବ ହୋଇଛି। ଏକାଦଶୀରେ ନୀତି ହେବା କଥା ହେଲେ ଦ୍ୱାଦଶରେ ନୀତି ଆରମ୍ଭ ହୋଇଛି। ପୂଜାପଣ୍ଡା ଓ ସିଂହାରିଙ୍କ ମଧ୍ୟରେ ବିବାଦ କାରଣରୁ ନୀତି ବିଳମ୍ବ ହୋଇଥିବା ସୂଚନା ମିଳିଛି। ଏଯାଏଁ ହୋଇନି ମଙ୍ଗଳ ଆଳତି, ଚାଲିଛି ଭକ୍ତଙ୍କ ଦର୍ଶନ। ନୀତି ଶୃଙ୍ଖଳିତ ନହେଲେ ଦେବ ସ୍ନାନ ପୂର୍ଣ୍ଣିମା ନୀତିରେ ବିଳମ୍ବ ହେବା ନେଇ ଆଶଙ୍କା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories