www.samajalive.in
Saturday, December 6, 2025
26.1 C
Bhubaneswar

ପୁରୀ ଷ୍ଟେସନ କୋଚିଂ ଡିପୋରେ ଅଗ୍ନିକାଣ୍ଡ

ପୁରୀ : ପୁରୀ ଷ୍ଟେସନ କୋଚିଂ ଡିପୋରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। କୋଚିଂ ଡିପୋରେ ଥିବା ଟ୍ରେନରେ ଏହି ଅଗ୍ନିକାଣ୍ଡ ଘଟିଛି। ଏସି ବଗିରେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଉଛି। ନିଆଁ ଲାଗିଥିବା ବଗିକୁ ଅନ୍ୟ ବଗି ଠାରୁ ଅଲଗା କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭାଇବା ଉଦ୍ୟମ ଜାରି ରହିଛି। ଘଟଣାର ତଦନ୍ତ କରାଯିବ ବୋଲି ରେଲୱେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories