www.samajalive.in
Monday, December 15, 2025
26.1 C
Bhubaneswar

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ହୋଇଥାଏ। ଏହାପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି ପ୍ରର୍ବ ଆରମ୍ଭ ହୋଇଯାଇଛି।  ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରାଯିବ। ପରେ ମହାପ୍ରଭୁଙ୍କ ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟାଧୂପ ନୀତି ହେବ। ଶେଷରେ ବେଶ ଓଲାଗି ହୋଇ ଅନ୍ୟାନ୍ୟ ନୀତି କରାଯିବ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories