www.samajalive.in
Monday, December 15, 2025
26.1 C
Bhubaneswar

ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା : ସନ୍ଦିଗ୍ଧ ଅଟକ

ପୁରୀ : ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା। ପୁଲିସ୍‌  ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ ଅଟକ ରଖି ପଚରାଉଚରା କରୁଛି। ସନ୍ଦିଗ୍ଧ ବ୍ୟକ୍ତି ଜଣକ ନୂଆଗାଁ ଥାନା ଗଡିଶାଗଦାର ରଘୁନାଥ ସାହୁ ବୋଲି ଜଣାପଡିଛି।  ଶ୍ରୀମନ୍ଦିର ପରିକ୍ରମା ମାର୍ଗ ବାଲି ସାହି ପ୍ରବେଶ ପଥର ବାଲି ସାହି ପ୍ରବେଶ ପଥ ଠିକ୍ ଡାହାଣ ପଟେ ଥିବା ବୁଢ଼ୀ ମା ଠାକୁରାଣୀଙ୍କ କାନ୍ଥରେ ଧମକପୂର୍ଣ୍ଣ ଲେଖା ଯାଇଥିଲା । ଆତଙ୍କବାଦୀ ମନ୍ଦିର ଭାଙ୍ଗିବେ ବୋଲି ଏହି ଲେଖାରେ ଉଲ୍ଲେଖ ରହିଥିଲା । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଥିଲା। ତେବେ ଏହି ଘଟଣାରେ ପୁଲିସ୍ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି।

 

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories