www.samajalive.in
Sunday, December 14, 2025
26.1 C
Bhubaneswar

ଏଏସଆଇ ରତ୍ନଭଣ୍ଡାରରେ ପଶିଲେ, ଶ୍ରୀମନ୍ଦିର ପୂଜାପଣ୍ଡା ଦେବେ ଆତ୍ମାହୁତି

ପୁରୀ: ଶ୍ରୀମନ୍ଦିର ଏଏସଆଇ କର୍ତ୍ତୃପକ୍ଷ ରତ୍ନଭଣ୍ଡାରରେ ପଶିଲେ ଆତ୍ମାହୁତି ଦେବେ ସେବକ । ଏଭଳି ଧମକ ଦେଇଛନ୍ତି ଶ୍ରୀମନ୍ଦିର ପୂଜାପଣ୍ଡା ସେବକ ନରସିଂହ ପୂଜାପଣ୍ଡା ।

ସୂଚନାଯୋଗ୍ୟ, ଆସନ୍ତା ୨୬ ଓ ୨୭ରେ ପ୍ରତ୍ନତତ୍ତ୍ୱ ବିଭାଗ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କରିବା ନେଇ ଗତକାଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲା । ଏହାକୁ ସେବକ ସଂଘ ବିରୋଧ କରିବା ସହ ଆତ୍ମାହୁତି ଦେବେ ବୋଲି ଧମକ ଦେଇଛନ୍ତି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories